ବିଳାପ 3:8 - ପବିତ୍ର ବାଇବଲ8 ଏପରି କି ମୁଁ ସାହାଯ୍ୟ ପାଇଁ ଆର୍ତ୍ତ ଚିତ୍କାର କଲେ ବି ସଦାପ୍ରଭୁ ମୋ’ ପ୍ରାର୍ଥନା ଶୁଣି ନାହାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ଵର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି। Viz kapitolaଓଡିଆ ବାଇବେଲ8 ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ୱର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ୱର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି। Viz kapitola |