ବିଳାପ 4:1 - ପବିତ୍ର ବାଇବଲ1 ଦେଖ, ସୁବର୍ଣ୍ଣ କିପରି ମଳିନ ହୋଇଅଛି। ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି। ପବିତ୍ର ସ୍ଥାନର ରତ୍ନସବୁ ରାଜ ରାସ୍ତାରେ ବିକ୍ଷିପ୍ତ ହୋଇ ପଡ଼ିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି ! ଅତ୍ୟ; ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛିଣ! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ତର ମୁଣ୍ତରେ ନିକ୍ଷିପ୍ତ ହୋଇଅଛି। Viz kapitolaଓଡିଆ ବାଇବେଲ1 ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି ! ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି ! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ଡର ମୁଣ୍ଡରେ ନିକ୍ଷିପ୍ତ ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି! ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ଡର ମୁଣ୍ଡରେ ନିକ୍ଷିପ୍ତ ହୋଇଅଛି। Viz kapitola |