Online Bible

- Reklamy -




ବିଳାପ 4:10 - ପବିତ୍ର ବାଇବଲ

10 ସ୍ନେହମୟୀ ମାମାନେ ଆପଣା ପ୍ରିୟ ସନ୍ତାନମାନଙ୍କୁ ରାନ୍ଧିଲେ କାରଣ ସେମାନେ ତାଙ୍କର ଏକମାତ୍ର ଖାଦ୍ୟ ଥିଲେ। ଯେତେବେଳେ ଲୋକମାନଙ୍କ ବିନାଶର ସମୟ ଆସିଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ସ୍ନେହବତୀ ସ୍ତ୍ରୀଗଣର ହସ୍ତ ଆପଣା ଆପଣା ପିଲାମାନଙ୍କୁ ରାନ୍ଧିଅଛି; ମୋʼ ଲୋକଙ୍କ କନ୍ୟାର ବିନାଶ ସମୟରେ ଶିଶୁମାନେ ସେମାନଙ୍କର ଆହାର ହେଲେ।

Viz kapitola kopírovat

ଓଡିଆ ବାଇବେଲ

10 ସ୍ନେହବତୀ ସ୍ତ୍ରୀଗଣର ହସ୍ତ ଆପଣା ଆପଣା ପିଲାମାନଙ୍କୁ ରାନ୍ଧିଅଛି; ମୋ’ ଲୋକଙ୍କ କନ୍ୟାର ବିନାଶ ସମୟରେ ଶିଶୁମାନେ ସେମାନଙ୍କର ଆହାର ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସ୍ନେହବତୀ ସ୍ତ୍ରୀଗଣର ହସ୍ତ ଆପଣା ଆପଣା ପିଲାମାନଙ୍କୁ ରାନ୍ଧିଅଛି; ମୋʼ ଲୋକଙ୍କ କନ୍ୟାର ବିନାଶ ସମୟରେ ଶିଶୁମାନେ ସେମାନଙ୍କର ଆହାର ହେଲେ।

Viz kapitola kopírovat




ବିଳାପ 4:10

Následuj nás:

Reklamy


Reklamy