ବିଳାପ 4:11 - ପବିତ୍ର ବାଇବଲ11 ସଦାପ୍ରଭୁ ତାଙ୍କର ପ୍ରଚଣ୍ଡ କ୍ରୋଧ ସିୟୋନ ଉପରେ ଢାଳି ଦେଲେ। ପୁଣି ସେ ସିୟୋନରେ ଯେଉଁ ଅଗ୍ନି ଲଗାଇଲେ, ତାହା ତାହାର ଭିତ୍ତିମୂଳକୁ ଗ୍ରାସ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ତ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ଵଳାଇ ଅଛନ୍ତି; ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି। Viz kapitolaଓଡିଆ ବାଇବେଲ11 ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି। Viz kapitola |