ବିଳାପ 4:12 - ପବିତ୍ର ବାଇବଲ12 ବିପକ୍ଷ ଲୋକ ଓ ଶତ୍ରୁ ଯେ ଯିରୁଶାଲମର ଦ୍ୱାର ସମୂହରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜଗଣ ଓ ଜଗତବାସୀ କେହି ବିଶ୍ୱାସ କରି ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ବିପକ୍ଷ ଲୋକ ଓ ଶତ୍ରୁ ଯେ ଯିରୂଶାଲମର ଦ୍ଵାରସମୂହରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜଗଣ କିଅବା ଜଗନ୍ନିବାସୀ ସମସ୍ତେ ବିଶ୍ଵାସ କଲେ ନାହିଁ। Viz kapitolaଓଡିଆ ବାଇବେଲ12 ବିପକ୍ଷ ଲୋକ ଓ ଶତ୍ରୁ ଯେ ଯିରୂଶାଲମର ଦ୍ୱାର ସମୂହରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜାଗଣ କିଅବା ଜଗନ୍ନିବାସୀ ସମସ୍ତେ ବିଶ୍ୱାସ କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ବିପକ୍ଷ ଲୋକ ଓ ଶତ୍ରୁ ଯେ ଯିରୂଶାଲମର ଦ୍ୱାରସମୂହରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜାଗଣ କିଅବା ଜଗନ୍ନିବାସୀ ସମସ୍ତେ ବିଶ୍ୱାସ କଲେ ନାହିଁ। Viz kapitola |