ବିଳାପ 4:13 - ପବିତ୍ର ବାଇବଲ13 ଏହା ଘଟିଲା, କାରଣ ଯିରୁଶାଲମର ଯାଜକଗଣ ଓ ଭବିଷ୍ୟଦ୍ବକ୍ତାଗଣ ପାପ କଲେ। ଏବଂ ସେମାନେ ତାଙ୍କ ସତ୍ ଲୋକମାନଙ୍କର ରକ୍ତପାତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି। Viz kapitolaଓଡିଆ ବାଇବେଲ13 ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି। Viz kapitola |