ବିଳାପ 4:4 - ପବିତ୍ର ବାଇବଲ4 ତୃଷା ହେତୁ, ସ୍ତନ୍ୟପାୟୀ ଶିଶୁର ଜିହ୍ୱା ତାଳୁରେ ଲାଗି ଯାଉଛି। ପିଲାମାନେ ରୋଟୀ ମାଗନ୍ତି, ମାତ୍ର କେହି ସେମାନଙ୍କୁ ରୋଟୀ ଦିଅନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତୃଷା ହେତୁରୁ ସ୍ତନ୍ୟପାୟୀ ଶିଶୁର ଜିହ୍ଵା ତାଳୁରେ ଲାଗି ଯାଉଅଛି; ବାଳକ ବାଳିକାମାନେ ରୁଟୀ ମାଗନ୍ତି ଓ କେହି ସେମାନଙ୍କୁ ତାହା ଭାଙ୍ଗି ଦିଏ ନାହିଁ। Viz kapitolaଓଡିଆ ବାଇବେଲ4 ତୃଷା ହେତୁରୁ ସ୍ତନ୍ୟପାୟୀ ଶିଶୁର ଜିହ୍ୱା ତାଳୁରେ ଲାଗି ଯାଉଅଛି; ବାଳକ ବାଳିକାମାନେ ରୁଟି ମାଗନ୍ତି ଓ କେହି ସେମାନଙ୍କୁ ତାହା ଭାଙ୍ଗି ଦିଏ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୃଷା ହେତୁରୁ ସ୍ତନ୍ୟପାୟୀ ଶିଶୁର ଜିହ୍ୱା ତାଳୁରେ ଲାଗି ଯାଉଅଛି; ବାଳକ ବାଳିକାମାନେ ରୁଟି ମାଗନ୍ତି ଓ କେହି ସେମାନଙ୍କୁ ତାହା ଭାଙ୍ଗି ଦିଏ ନାହିଁ। Viz kapitola |