ବିଳାପ 4:7 - ପବିତ୍ର ବାଇବଲ7 ଯିହୁଦାର କେତେକ ଲୋକ ପରମେଶ୍ୱରଙ୍କୁ ସ୍ୱତନ୍ତ୍ର ଭାବରେ ଉତ୍ସର୍ଗୀକୃତ ହୋଇଥିଲେ। ସେମାନେ ନିର୍ମଳ ଥିଲେ; ସେମାନେ ହିମ ଅପେକ୍ଷା ଅଧିକ ଶୁଭ୍ର, ଦୁଗ୍ଧଠାରୁ ଅଧିକ ଶୁକ୍ଳ ଥିଲେ। ସେମାନଙ୍କର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ ଓ ସେମାନଙ୍କର କ୍ଳାନ୍ତି ନୀଳକାନ୍ତ ମଣି ତୁଲ୍ୟ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତାହାର କୁଳୀନ ଲୋକମାନେ ହିମ ଅପେକ୍ଷା ନିର୍ମଳ, ସେମାନେ ଦୁଗ୍ଧ ଅପେକ୍ଷା ଶୁକ୍ଳ ଥିଲେ, ସେମାନଙ୍କର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ, ସେମାନଙ୍କର କାନ୍ତି ନୀଳକା; ମଣି ତୁଲ୍ୟ ଥିଲା; Viz kapitolaଓଡିଆ ବାଇବେଲ7 ତାହାର କୁଳୀନ ଲୋକମାନେ ହିମ ଅପେକ୍ଷା ନିର୍ମଳ, ସେମାନେ ଦୁଗ୍ଧ ଅପେକ୍ଷା ଶୁକ୍ଳ ଥିଲେ, ସେମାନଙ୍କର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ, ସେମାନଙ୍କର କାନ୍ତି ନୀଳକାନ୍ତ ମଣି ତୁଲ୍ୟ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତାହାର କୁଳୀନ ଲୋକମାନେ ହିମ ଅପେକ୍ଷା ନିର୍ମଳ, ସେମାନେ ଦୁଗ୍ଧ ଅପେକ୍ଷା ଶୁକ୍ଳ ଥିଲେ, ସେମାନଙ୍କର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ, ସେମାନଙ୍କର କାନ୍ତି ନୀଳକାନ୍ତମଣି ତୁଲ୍ୟ ଥିଲା। Viz kapitola |