ବିଳାପ 5:21 - ପବିତ୍ର ବାଇବଲ21 ହେ ସଦାପ୍ରଭୁ! ଆମ୍ଭମାନଙ୍କୁ ତୁମ୍ଭ ନିକଟକୁ ଫେରାଇ ନିଅ। ତହିଁରେ ଆମ୍ଭେମାନେ ଆନନ୍ଦର ସହିତ ତୁମ୍ଭ ନିକଟକୁ ଫେରି ଆସିବୁ। ପୂର୍ବକାଳ ପରି ଆମ୍ଭର ଜୀବନକୁ ନୂତନ କର। Viz kapitolaପବିତ୍ର ବାଇବଲ (Re-edited) - (BSI)21 ହେ ସଦାପ୍ରଭୁ, ତୁମ୍ଭ ପ୍ରତି ଆମ୍ଭମାନଙ୍କୁ ଫେରାଅ, ତହିଁରେ ଆମ୍ଭେମାନେ ଫେରି ଆସିବା; ପୂର୍ବ କାଳ ପରି ନୂତନ ସମୟ ଆମ୍ଭମାନଙ୍କୁ ଦିଅ। Viz kapitolaଓଡିଆ ବାଇବେଲ21 ହେ ସଦାପ୍ରଭୁ, ତୁମ୍ଭ ପ୍ରତି ଆମ୍ଭମାନଙ୍କୁ ଫେରାଅ, ତହିଁରେ ଆମ୍ଭେମାନେ ଫେରି ଆସିବା; ପୂର୍ବ କାଳ ପରି ନୂତନ ସମୟ ଆମ୍ଭମାନଙ୍କୁ ଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ହେ ସଦାପ୍ରଭୁ, ତୁମ୍ଭ ପ୍ରତି ଆମ୍ଭମାନଙ୍କୁ ଫେରାଅ, ତହିଁରେ ଆମ୍ଭେମାନେ ଫେରି ଆସିବା; ପୂର୍ବ କାଳ ପରି ନୂତନ ସମୟ ଆମ୍ଭମାନଙ୍କୁ ଦିଅ। Viz kapitola |