ବିଳାପ 5:6 - ପବିତ୍ର ବାଇବଲ6 ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ, ମିଶରୀୟ ଓ ଅଶୂରୀୟମାନଙ୍କ ସହିତ ଚୁକ୍ତିବଦ୍ଧ ହୋଇଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସ୍ରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ।। Viz kapitolaଓଡିଆ ବାଇବେଲ6 ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସ୍ରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ। Viz kapitola |