Online Bible

- Reklamy -




ଲେବୀୟ ପୁସ୍ତକ 1:11 - ପବିତ୍ର ବାଇବଲ

11 ପୁଣି ସେ ଯଜ୍ଞବେଦିର ଉତ୍ତର ପାର୍ଶ୍ୱରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ। ତା'ପରେ ଯାଜକ ହାରୋଣର ପୁତ୍ରମାନେ ଯଜ୍ଞବେଦିର ଚତୁର୍ଦ୍ଦିଗରେ ତାହାର ରକ୍ତ ସିଞ୍ଚନ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ତେବେ ନିଖୁନ୍ତ ପୁଂପଶୁ ଘେନି ବେଦି ପାର୍ଶ୍ଵରେ ଉତ୍ତରଦିଗରେ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ବେଦି-ଉପର ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।

Viz kapitola kopírovat

ଓଡିଆ ବାଇବେଲ

11 ତେବେ ସେ ନିଖୁନ୍ତ ପୁଂ ପଶୁ ଘେନି ସଦାପ୍ରଭୁଙ୍କ ସମ୍ମୁଖରେ ଯଜ୍ଞବେଦିର ଉତ୍ତର ଦିଗରେ ବଧ କରିବ; ପୁଣି ହାରୋଣର ପୁତ୍ର ଯାଜକଗଣ ବେଦିର ଉପର ଚତୁର୍ଦ୍ଦିଗରେ ତାହାର ରକ୍ତ ଛିଞ୍ଚିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତେବେ ସେ ନିଖୁନ୍ତ ପୁଂପଶୁ ଘେନି ସଦାପ୍ରଭୁଙ୍କ ସମ୍ମୁଖରେ ଯଜ୍ଞବେଦିର ଉତ୍ତର ଦିଗରେ ବଧ କରିବ; ପୁଣି ହାରୋଣର ପୁତ୍ର ଯାଜକଗଣ ବେଦିର ଉପର ଚତୁର୍ଦ୍ଦିଗରେ ତାହାର ରକ୍ତ ଛିଞ୍ଚିବେ।

Viz kapitola kopírovat




ଲେବୀୟ ପୁସ୍ତକ 1:11

Následuj nás:

Reklamy


Reklamy