ଲେବୀୟ ପୁସ୍ତକ 10:15 - ପବିତ୍ର ବାଇବଲ15 ଯାହା ସେମାନେ ଦୋଳନୀୟ ନୈବେଦ୍ୟ ସହିତ ଉତ୍ତୋଳନୀୟ ଚଟୁଆ ଓ ଟଙ୍ଗାଯାଇଥିବା ବକ୍ଷ ସଦାପ୍ରଭୁଙ୍କ ସମ୍ମୁଖରେ ଟାଙ୍ଗିବାକୁ ଆଣିବେ, ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣଙ୍କର ଅନନ୍ତକାଳୀନ ଅଧିକାର ହେବ। ଯେପରି ସଦାପ୍ରଭୁ ଆଜ୍ଞା କରିଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେମାନେ ମେଦମୟ ଅଗ୍ନିକୃତ ଉପହାର ସହିତ ଉତ୍ତୋଳନୀୟ ଚଟୁଆ ଓ ଦୋଳନୀୟ ବକ୍ଷ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବା ନିମନ୍ତେ ଆଣିବେ; ପୁଣି ତାହା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତୁମ୍ଭର ଓ ତୁମ୍ଭ ସନ୍ତାନଗଣଙ୍କର ଅନନ୍ତକାଳୀନ ଅଧିକାର ହେବ। Viz kapitolaଓଡିଆ ବାଇବେଲ15 ସେମାନେ ମେଦମୟ ଅଗ୍ନିକୃତ ଉପହାର ସହିତ ଉତ୍ତୋଳନୀୟ ଉପହାରର ଜଙ୍ଘ ଓ ଦୋଳନୀୟ ନୈବେଦ୍ୟର ବକ୍ଷ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବା ନିମନ୍ତେ ଆଣିବେ; ପୁଣି ତାହା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତୁମ୍ଭର ଓ ତୁମ୍ଭ ସନ୍ତାନଗଣଙ୍କର ଅନନ୍ତକାଳୀନ ଅଧିକାର ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେମାନେ ମେଦମୟ ଅଗ୍ନିକୃତ ଉପହାର ସହିତ ଉତ୍ତୋଳନୀୟ ଉପହାରର ଜଙ୍ଘ ଓ ଦୋଳନୀୟ ନୈବେଦ୍ୟର ବକ୍ଷ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବା ନିମନ୍ତେ ଆଣିବେ; ପୁଣି ତାହା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତୁମ୍ଭର ଓ ତୁମ୍ଭ ସନ୍ତାନଗଣଙ୍କର ଅନନ୍ତକାଳୀନ ଅଧିକାର ହେବ।” Viz kapitola |