ଲେବୀୟ ପୁସ୍ତକ 11:32 - ପବିତ୍ର ବାଇବଲ32 “ଅଶୁଚି ପ୍ରାଣୀମାନଙ୍କ ଶବ କୌଣସି ଦ୍ରବ୍ୟ ଉପରେ ପଡ଼ିଲେ ତାହା ଅଶୁଚି ହେବ। ଯଦି ସେହି ଶବ କାଠପାତ୍ର କି ବସ୍ତ୍ର, କି ଚର୍ମ କି ଅଖା କିମ୍ବା କୌଣସି କର୍ମ ହତିଆର ଉପରେ ପଡ଼ିଲେ ତାହା ଜଳରେ ଧୂଆଯିବା ଉଚିତ୍। ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। ତା'ପରେ ଶୁଚି ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ସେମାନଙ୍କ ମଧ୍ୟରୁ କୌଣସି ମଡ଼ା କୌଣସି ଦ୍ରବ୍ୟ ଉପରେ ପଡ଼ିଲେ, ତାହା ଅଶୁଚି ହେବ; କାଠ ପାତ୍ର କି ବସ୍ତ୍ର କି ଚର୍ମ କି ଅଖା, ଯେକୌଣସି କର୍ମଯୋଗ୍ୟ ପାତ୍ର ଉପରେ ପଡ଼ିଲେ, ତାହା ଜଳରେ ଡୁବାଯିବ, ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ତାହା ଶୁଚି ହେବ। Viz kapitolaଓଡିଆ ବାଇବେଲ32 ସେମାନଙ୍କ ମଧ୍ୟରୁ କୌଣସି ଶବ କୌଣସି ଦ୍ରବ୍ୟ ଉପରେ ପଡ଼ିଲେ, ତାହା ଅଶୁଚି ହେବ; କାଠ ପାତ୍ର, ବସ୍ତ୍ର, ଚର୍ମ କି ଅଖା, ଯେକୌଣସି କର୍ମଯୋଗ୍ୟ ପାତ୍ର ଉପରେ ପଡ଼ିଲେ, ତାହା ଜଳରେ ଡୁବାଯିବ, ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ତାହା ଶୁଚି ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ସେମାନଙ୍କ ମଧ୍ୟରୁ କୌଣସି ଶବ କୌଣସି ଦ୍ରବ୍ୟ ଉପରେ ପଡ଼ିଲେ, ତାହା ଅଶୁଚି ହେବ; କାଠ ପାତ୍ର, ବସ୍ତ୍ର, ଚର୍ମ କି ଅଖା, ଯେକୌଣସି କର୍ମଯୋଗ୍ୟ ପାତ୍ର ଉପରେ ପଡ଼ିଲେ, ତାହା ଜଳରେ ଡୁବାଯିବ, ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ତାହା ଶୁଚି ହେବ। Viz kapitola |