ଲେବୀୟ ପୁସ୍ତକ 12:7 - ପବିତ୍ର ବାଇବଲ7-8 ଯଦି ଜଣେ ସ୍ତ୍ରୀ ମେଷ ଶାବକ ଉତ୍ସର୍ଗ କରିବାକୁ ଅକ୍ଷମ ହୁଏ ତେବେ ସେ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆଣିବ। ସେଥିମଧ୍ୟରୁ ଗୋଟିଏ ପାପାର୍ଥକ ବଳି ନିମନ୍ତେ ଓ ଅନ୍ୟଟି ହୋମବଳି ନିମନ୍ତେ ଉତ୍ସର୍ଗ କରାଯିବ। ଯାଜକ ସେଗୁଡ଼ିକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବା ଉଚିତ୍ ଏବଂ ଏହି ପ୍ରକାର ତା'ର ପ୍ରାୟଶ୍ଚିତ ହୁଏ ଏବଂ ତା'ର ଶୁଦ୍ଧି ହୁଏ। ପୁତ୍ର ବା କନ୍ୟା ପ୍ରସବକାରିଣୀ ସ୍ତ୍ରୀ ପ୍ରତି ଶୁଚି ନିମନ୍ତେ ଏହିସବୁ ବ୍ୟବସ୍ଥା ଅଟେ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଉତ୍ସର୍ଗ କରି ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଆପଣା ରକ୍ତସ୍ରାବରୁ ଶୁଚି ହେବ; ପୁତ୍ର ବା କନ୍ୟା ପ୍ରସବକାରିଣୀ ନିମନ୍ତେ ଏହି ବ୍ୟବସ୍ଥା। Viz kapitolaଓଡିଆ ବାଇବେଲ7 ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଉତ୍ସର୍ଗ କରି ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଆପଣା ରକ୍ତସ୍ରାବରୁ ଶୁଚି ହେବ; ପୁତ୍ର ବା କନ୍ୟା ପ୍ରସବକାରିଣୀ ନିମନ୍ତେ ଏହି ବ୍ୟବସ୍ଥା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଉତ୍ସର୍ଗ କରି ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଆପଣା ରକ୍ତସ୍ରାବରୁ ଶୁଚି ହେବ; ପୁତ୍ର ବା କନ୍ୟା ପ୍ରସବକାରିଣୀ ନିମନ୍ତେ ଏହି ବ୍ୟବସ୍ଥା। Viz kapitola |