ଲେବୀୟ ପୁସ୍ତକ 13:11 - ପବିତ୍ର ବାଇବଲ11 ତେବେ ତାହା ଶରୀରର ଚର୍ମରେ କୁଷ୍ଠରୋଗ ଅଟେ, ପୁଣି ଯାଜକ ତାକୁ ଅଶୁଚି ବୋଲି ପ୍ରକାଶ କରିବ। ସେ ତାହାକୁ ସମାଜରୁ ପୃଥକ କରିବ ନାହିଁ, କାରଣ ସେ ଅଶୁଚି। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତେବେ ତାହାର ଶରୀରର ଚର୍ମରେ ତାହା ପୁରାତନ କୁଷ୍ଠ ରୋଗ ଅଟେ, ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେ ତାହାକୁ ରୁଦ୍ଧ କରିବ ନାହିଁ, କାରଣ ସେ ଅଶୁଚି। Viz kapitolaଓଡିଆ ବାଇବେଲ11 ତେବେ ତାହାର ଶରୀରର ଚର୍ମରେ ତାହା ପୁରାତନ କୁଷ୍ଠରୋଗ ଅଟେ, ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେ ତାହାକୁ ରୁଦ୍ଧ କରିବ ନାହିଁ, କାରଣ ସେ ଅଶୁଚି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତେବେ ତାହାର ଶରୀରର ଚର୍ମରେ ତାହା ପୁରାତନ କୁଷ୍ଠରୋଗ ଅଟେ, ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେ ତାହାକୁ ରୁଦ୍ଧ କରିବ ନାହିଁ, କାରଣ ସେ ଅଶୁଚି। Viz kapitola |