Online Bible

- Reklamy -




ଲେବୀୟ ପୁସ୍ତକ 13:27 - ପବିତ୍ର ବାଇବଲ

27 ସପ୍ତମ ଦିନ ଯାଜକ ପୁନର୍ବାର ଲୋକଟିକୁ ଦେଖିବ, ଯଦି ତାହା ଚର୍ମରେ ବ୍ୟାପି ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, ତାହା କୁଷ୍ଠରୋଗର ଘା’।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ଯେବେ ତାହା ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠ ରୋଗର ଘାଆ।

Viz kapitola kopírovat

ଓଡିଆ ବାଇବେଲ

27 ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ଯଦି ତାହା ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘା’ ଅଟେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ଯଦି ତାହା ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘାʼ ଅଟେ।

Viz kapitola kopírovat




ଲେବୀୟ ପୁସ୍ତକ 13:27

Následuj nás:

Reklamy


Reklamy