Online Bible

- Reklamy -




ଲେବୀୟ ପୁସ୍ତକ 13:34 - ପବିତ୍ର ବାଇବଲ

34 ପୁଣି ସପ୍ତମ ଦିନରେ ଯାଜକ ସେହି ଛଉ ଦେଖିବ। ଯଦି ସେହି ଛଉ ଚର୍ମରେ ବଢ଼ି ନ ଥାଏ ଓ ତହା ଚର୍ମର ନୀଚ୍ଚସ୍ଥ ଦେଖା ନ ଯାଏ, ତେବେ ଯାଜକ ତାକୁ ଶୁଚି ବୋଲି ପ୍ରକାଶ କରିବ, ପୁଣି ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ପୁଣି, ସପ୍ତମ ଦିନରେ ଯାଜକ ସେହି ଛଉ ଦେଖିବ; ଆଉ ଦେଖ, ଯେବେ ସେହି ଛଉ ଚର୍ମରେ ବଢ଼ି ନ ଥାଏ ଓ ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ପୁଣି ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।

Viz kapitola kopírovat

ଓଡିଆ ବାଇବେଲ

34 ପୁଣି, ସପ୍ତମ ଦିନରେ ଯାଜକ ସେହି ଛଉ ଦେଖିବ; ଆଉ, ଯଦି ସେହି ଛଉ ଚର୍ମରେ ବଢ଼ି ନ ଥାଏ ଓ ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ପୁଣି ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ପୁଣି, ସପ୍ତମ ଦିନରେ ଯାଜକ ସେହି ଛଉ ଦେଖିବ; ଆଉ, ଯଦି ସେହି ଛଉ ଚର୍ମରେ ବଢ଼ି ନ ଥାଏ ଓ ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ପୁଣି ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।

Viz kapitola kopírovat




ଲେବୀୟ ପୁସ୍ତକ 13:34

Následuj nás:

Reklamy


Reklamy