ଲେବୀୟ ପୁସ୍ତକ 13:38 - ପବିତ୍ର ବାଇବଲ38 “ଯଦି କୌଣସି ବ୍ୟକ୍ତିର ଚର୍ମରେ ଧଳା ଛଉ ହୋଇଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)38 ପୁଣି, ଯେବେ କୌଣସି ପୁରୁଷ କି ସ୍ତ୍ରୀର ଶରୀରର ଚର୍ମରେ ଚିକ୍କଣ ଚିହ୍ନମାନ, ଅର୍ଥାତ୍, ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନମାନ ହୁଏ; Viz kapitolaଓଡିଆ ବାଇବେଲ38 ପୁଣି, ଯଦି କୌଣସି ପୁରୁଷ କି ସ୍ତ୍ରୀର ଶରୀରର ଚର୍ମରେ ଚିକ୍କଣ ଚିହ୍ନଗୁଡ଼ିକ, ଅର୍ଥାତ୍, ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନଗୁଡ଼ିକ ହୁଏ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ପୁଣି, ଯଦି କୌଣସି ପୁରୁଷ କି ସ୍ତ୍ରୀର ଶରୀରର ଚର୍ମରେ ଚିକ୍କଣ ଚିହ୍ନଗୁଡ଼ିକ, ଅର୍ଥାତ୍, ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନଗୁଡ଼ିକ ହୁଏ; Viz kapitola |