ଲେବୀୟ ପୁସ୍ତକ 13:54 - ପବିତ୍ର ବାଇବଲ54 ଯାଜକ ସେହି ଦାଗଯୁକ୍ତ ଦ୍ରବ୍ୟକୁ ଧୋଇବାକୁ ଆଜ୍ଞା ଦେବ। ପୁଣି ସାତ ଦିନ ତାକୁ ପୃଥକ କରି ରଖିବ। Viz kapitolaପବିତ୍ର ବାଇବଲ (Re-edited) - (BSI)54 ତେବେ ଯାଜକ ସେହି ଦାଗଯୁକ୍ତ ଦ୍ରବ୍ୟ ଧୋଇବାକୁ ଆଜ୍ଞା ଦେବ, ପୁଣି ସେ ଆଉ ସାତ ଦିନ ତାହା ରୁଦ୍ଧ କରି ରଖିବ; Viz kapitolaଓଡିଆ ବାଇବେଲ54 ତେବେ ଯାଜକ ସେହି ଦାଗଯୁକ୍ତ ଦ୍ରବ୍ୟ ଧୋଇବାକୁ ଆଜ୍ଞା ଦେବ, ପୁଣି ସେ ଆଉ ସାତ ଦିନ ପର୍ଯ୍ୟନ୍ତ ତାହା ପୃଥକ୍ କରି ରଖିବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT54 ତେବେ ଯାଜକ ସେହି ଦାଗଯୁକ୍ତ ଦ୍ରବ୍ୟ ଧୋଇବାକୁ ଆଜ୍ଞା ଦେବ, ପୁଣି ସେ ଆଉ ସାତ ଦିନ ପର୍ଯ୍ୟନ୍ତ ତାହା ପୃଥକ କରି ରଖିବ; Viz kapitola |