ଲେବୀୟ ପୁସ୍ତକ 14:34 - ପବିତ୍ର ବାଇବଲ34 “ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ, ତୁମ୍ଭେମାନେ ପ୍ରବେଶ କଲେ ଯଦି ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶରେ କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ, Viz kapitolaପବିତ୍ର ବାଇବଲ (Re-edited) - (BSI)34 ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ ତୁମ୍ଭେମାନେ ପ୍ରବେଶ କଲେ, ଯେବେ ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶର କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ; Viz kapitolaଓଡିଆ ବାଇବେଲ34 “ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ ତୁମ୍ଭେମାନେ ପ୍ରବେଶ କଲେ, ଯେବେ ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶର କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 “ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ ତୁମ୍ଭେମାନେ ପ୍ରବେଶ କଲେ, ଯେବେ ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶର କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ; Viz kapitola |