Online Bible

- Reklamy -




ଲେବୀୟ ପୁସ୍ତକ 14:39 - ପବିତ୍ର ବାଇବଲ

39 “ସପ୍ତମ ଦିନରେ ଯାଜକ ପୁନର୍ବାର ଆସି ଘର ପରୀକ୍ଷା କରିବ। ଆଉ ଯଦି ଗୃହ କାନ୍ଥରେ ସେହି ଦାଗ ବଢ଼ିଥାଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 ପୁଣି, ଯାଜକ ସପ୍ତମ ଦିନରେ ପୁନର୍ବାର ଆସି ଦେଖିବ; ଆଉ ଦେଖ, ଯେବେ ଗୃହ-କାନ୍ଥରେ ସେହି ଦାଗ ବଢ଼ିଥାଏ,

Viz kapitola kopírovat

ଓଡିଆ ବାଇବେଲ

39 ପୁଣି, ଯାଜକ ସପ୍ତମ ଦିନରେ ପୁନର୍ବାର ଆସି ଦେଖିବ; ପୁଣି ପ୍ରକୃତରେ, ଯଦି ଗୃହର କାନ୍ଥରେ ସେହି ଦାଗ ବଢ଼ିଥାଏ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ପୁଣି, ଯାଜକ ସପ୍ତମ ଦିନରେ ପୁନର୍ବାର ଆସି ଦେଖିବ; ପୁଣି ପ୍ରକୃତରେ, ଯଦି ଗୃହର କାନ୍ଥରେ ସେହି ଦାଗ ବଢ଼ିଥାଏ,

Viz kapitola kopírovat




ଲେବୀୟ ପୁସ୍ତକ 14:39

Následuj nás:

Reklamy


Reklamy