Online Bible

- Reklamy -




ଲେବୀୟ ପୁସ୍ତକ 14:44 - ପବିତ୍ର ବାଇବଲ

44 ତେବେ ଯାଜକ ଆସି ଦେଖିବ। ଆଉ ଯଦି ସେହି ଦାଗ ବୃଦ୍ଧି ପାଇଥାଏ ତେବେ ସେ ଗୃହରେ କ୍ଷୟକୁଷ୍ଠ ଅଛି ଓ ତାହା ଅଶୁଚି ଅଟେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

44 ତେବେ ଯାଜକ ଆସି ଦେଖିବ, ଆଉ ଦେଖ, ଯେବେ ସେହି ଦାଗ ଗୃହରେ ବୃଦ୍ଧି ପାଇଥାଏ, ତେବେ ସେହି ଗୃହରେ କ୍ଷୟ କୁଷ୍ଠ ଅଛି; ତାହା ଅଶୁଚି ଅଟେ।

Viz kapitola kopírovat

ଓଡିଆ ବାଇବେଲ

44 ତେବେ ଯାଜକ ଆସି ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହରେ ବୃଦ୍ଧି ପାଇଥାଏ, ତେବେ ସେହି ଗୃହରେ କ୍ଷୟ କୁଷ୍ଠରୋଗ ଅଛି; ତାହା ଅଶୁଚି ଅଟେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ତେବେ ଯାଜକ ଆସି ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହରେ ବୃଦ୍ଧି ପାଇଥାଏ, ତେବେ ସେହି ଗୃହରେ କ୍ଷୟ କୁଷ୍ଠରୋଗ ଅଛି; ତାହା ଅଶୁଚି ଅଟେ।

Viz kapitola kopírovat




ଲେବୀୟ ପୁସ୍ତକ 14:44

Následuj nás:

Reklamy


Reklamy