Online Bible

- Reklamy -




ଲେବୀୟ ପୁସ୍ତକ 14:7 - ପବିତ୍ର ବାଇବଲ

7 ପୁଣି ଯାଜକ ସେହି କୁଷ୍ଠରୋଗୀ ଉପରେ ସାତଥର ରକ୍ତ ଛିଞ୍ଚିବ ଓ ଶୁଚି ହେଲା ବୋଲି ପ୍ରକାଶ କରିବ। ଆଉ ଅନ୍ୟ ଜୀଅନ୍ତା ପକ୍ଷୀଟିକୁ ନେଇ କ୍ଷେତ୍ରଆଡ଼େ ଛାଡ଼ିଦେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ସେ କୁଷ୍ଠରୁ ଶୋଧନୀୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକି କ୍ଷେତ୍ର ଆଡ଼େ ଛାଡ଼ିଦେବ।

Viz kapitola kopírovat

ଓଡିଆ ବାଇବେଲ

7 ପୁଣି ସେ କୁଷ୍ଠରୋଗରୁ ଶୁଚିଯୋଗ୍ୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକୁ କ୍ଷେତ୍ର ଆଡ଼େ ଛାଡ଼ିଦେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି ସେ କୁଷ୍ଠରୋଗରୁ ଶୁଚିଯୋଗ୍ୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକୁ କ୍ଷେତ୍ର ଆଡ଼େ ଛାଡ଼ିଦେବ।

Viz kapitola kopírovat




ଲେବୀୟ ପୁସ୍ତକ 14:7

Následuj nás:

Reklamy


Reklamy