Online Bible

- Reklamy -




ଲେବୀୟ ପୁସ୍ତକ 15:10 - ପବିତ୍ର ବାଇବଲ

10 ଆଉ ଯଦି କେହି ତାହାର ତଳସ୍ଥ କୌଣସି ବସ୍ତୁକୁ ଛୁଏଁ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। ପୁଣି ଯେକେହି ତାହା ବହନ କରିବ, ସେ ନିଜର ବସ୍ତ୍ର ଧୋଇବ, ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ଯେବେ କେହି ତାହାର ତଳସ୍ଥ କୌଣସି ବସ୍ତୁ ଛୁଏଁ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ପୁଣି ଯେକେହି ତାହା ବହେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Viz kapitola kopírovat

ଓଡିଆ ବାଇବେଲ

10 ଆଉ, ଯେକେହି ତାହାର ତଳସ୍ଥ କୌଣସି ବସ୍ତୁ ଛୁଇଁବ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ପୁଣି ଯେକେହି ତାହା ବୋହିବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ, ଯେକେହି ତାହାର ତଳସ୍ଥ କୌଣସି ବସ୍ତୁ ଛୁଇଁବ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ପୁଣି ଯେକେହି ତାହା ବୋହିବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Viz kapitola kopírovat




ଲେବୀୟ ପୁସ୍ତକ 15:10

Následuj nás:

Reklamy


Reklamy