Online Bible

- Reklamy -




ଲେବୀୟ ପୁସ୍ତକ 15:15 - ପବିତ୍ର ବାଇବଲ

15 ପୁଣି ଯାଜକ ସେଥିରୁ ଗୋଟିକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ। ଆଉ ସେହି ଲୋକ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ ହେବ। କାରଣ ତାଙ୍କର କ୍ଷରଣ ପାଇଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ତହିଁରେ ଯାଜକ ସେଥିରୁ ଗୋଟିକି ପାପାର୍ଥକ ବଳି ଓ ଅନ୍ୟଟିକି ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ତାହାର ପ୍ରମେହ ହେତୁରୁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।

Viz kapitola kopírovat

ଓଡିଆ ବାଇବେଲ

15 ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମ ବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ତାହାର ପ୍ରମେହ ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ତାହାର ପ୍ରମେହ ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।

Viz kapitola kopírovat




ଲେବୀୟ ପୁସ୍ତକ 15:15

Následuj nás:

Reklamy


Reklamy