Online Bible

- Reklamy -




ଲେବୀୟ ପୁସ୍ତକ 15:19 - ପବିତ୍ର ବାଇବଲ

19 “ଆଉ ଯଦି କୌଣସି ସ୍ତ୍ରୀର ରଜସ୍ୱଳା ହୁଏ ଓ ତା'ର ଦେହରୁ ରକ୍ତ କ୍ଷରିତ ହୁଏ, ତେବେ ସେ ସାତ ଦିନ ପର୍ଯ୍ୟନ୍ତ ଅଶୌଚ ରହିବ। ଯେକେହି ତାକୁ ସେ ସମୟରେ ଛୁଇଁବ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଆଉ, ଯେବେ ସ୍ତ୍ରୀ ରଜସ୍ଵଳା ହୁଏ ଓ ତାହାର ଦେହରୁ ରକ୍ତ କ୍ଷରେ, ତେବେ ସେ ସାତଦିନ ଆପଣା ଅଶୌଚରେ ରହିବ; ପୁଣି, ଯେକେହି ତାହାକୁ ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Viz kapitola kopírovat

ଓଡିଆ ବାଇବେଲ

19 ଆଉ, ଯଦି ସ୍ତ୍ରୀ ରଜସ୍ୱଳା ହୁଏ ଓ ତାହାର ଦେହରୁ ରକ୍ତ ଝରେ, ତେବେ ସେ ସାତଦିନ ଆପଣା ଅଶୁଚିତାରେ ରହିବ; ପୁଣି, ଯେକେହି ତାହାକୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ, ଯଦି ସ୍ତ୍ରୀ ରଜସ୍ୱଳା ହୁଏ ଓ ତାହାର ଦେହରୁ ରକ୍ତ ଝରେ, ତେବେ ସେ ସାତ ଦିନ ଆପଣା ଅଶୁଚିତାରେ ରହିବ; ପୁଣି, ଯେକେହି ତାହାକୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Viz kapitola kopírovat




ଲେବୀୟ ପୁସ୍ତକ 15:19

Následuj nás:

Reklamy


Reklamy