ଲେବୀୟ ପୁସ୍ତକ 16:14 - ପବିତ୍ର ବାଇବଲ14 ତହୁଁ ସେ ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବଆଡ଼େ ଅଙ୍ଗୁଳିରେ ଛିଞ୍ଚିବ। ପୁଣି ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ୱାରା ସାତଥର ସେହି ରକ୍ତ ଛିଞ୍ଚିବ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହୁଁ ସେ ସେହି ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବ ଆଡ଼େ ଅଙ୍ଗୁଳି ଦ୍ଵାରା ଛିଞ୍ଚିବ; ପୁଣି, ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ଵାରା ସାତ ଥର ସେହି ରକ୍ତ ଛିଞ୍ଚିବ। Viz kapitolaଓଡିଆ ବାଇବେଲ14 ତହୁଁ ସେ ସେହି ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବ ଆଡ଼େ ଅଙ୍ଗୁଳି ଦ୍ୱାରା ଛିଞ୍ଚିବ; ପୁଣି, ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ୱାରା ସାତ ଥର ସେହି ରକ୍ତ ଛିଞ୍ଚିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହୁଁ ସେ ସେହି ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବ ଆଡ଼େ ଅଙ୍ଗୁଳି ଦ୍ୱାରା ଛିଞ୍ଚିବ; ପୁଣି, ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ୱାରା ସାତ ଥର ସେହି ରକ୍ତ ଛିଞ୍ଚିବ। Viz kapitola |