ଲେବୀୟ ପୁସ୍ତକ 17:11 - ପବିତ୍ର ବାଇବଲ11 କାରଣ ରକ୍ତରେ ପ୍ରାଣୀର ଜୀବନ ଥାଏ। ପୁଣି ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ କରିବାକୁ ଆମ୍ଭେ ତାହା ଯଜ୍ଞବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ମୂଲ୍ୟରେ ରକ୍ତ ହିଁ ପ୍ରାୟଶ୍ଚିତ କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 କାରଣ ରକ୍ତରେ ପ୍ରାଣୀର ପ୍ରାଣ ଥାଏ; ପୁଣି, ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଆମ୍ଭେ ତାହା ବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ଗୁଣରେ ରକ୍ତ ହିଁ ପ୍ରାୟଶ୍ଚିତ୍ତ କରଇ। Viz kapitolaଓଡିଆ ବାଇବେଲ11 କାରଣ ରକ୍ତରେ ପ୍ରାଣୀର ପ୍ରାଣ ଥାଏ; ପୁଣି, ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଆମ୍ଭେ ତାହା ବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ଗୁଣରେ ରକ୍ତ ହିଁ ପ୍ରାୟଶ୍ଚିତ୍ତ କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କାରଣ ରକ୍ତରେ ପ୍ରାଣୀର ପ୍ରାଣ ଥାଏ; ପୁଣି, ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଆମ୍ଭେ ତାହା ବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ଗୁଣରେ ରକ୍ତ ହିଁ ପ୍ରାୟଶ୍ଚିତ୍ତ କରେ। Viz kapitola |