ଲେବୀୟ ପୁସ୍ତକ 18:20 - ପବିତ୍ର ବାଇବଲ20 “ପୁଣି ତୁମ୍ଭେ କୌଣସି ପ୍ରତିବାସୀ ସ୍ତ୍ରୀ ସହିତ ଯୌନ ସମ୍ପର୍କ ରଖି ନିଜକୁ ଅଶୁଚି କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟାଠାରେ ଗମନ କରିବ ନାହିଁ। Viz kapitolaଓଡିଆ ବାଇବେଲ20 ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟା ନିକଟକୁ ଗମନ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟା ନିକଟକୁ ଗମନ କରିବ ନାହିଁ। Viz kapitola |