ଲେବୀୟ ପୁସ୍ତକ 18:28 - ପବିତ୍ର ବାଇବଲ28 ତୁମ୍ଭେମାନେ ଯଦି ସେହି ଘୃଣାଯୋଗ୍ୟ କର୍ମ କର, ତେବେ ଦେଶକୁ ଅଶୁଚି କରିବ। ଦେଶ ଯେପରି ତୁମ୍ଭର ପୂର୍ବବର୍ତ୍ତୀ ନିବାସୀମାନଙ୍କୁ ଉଦ୍ଗାର କଲା, ସେହିପରି ସେ ତୁମ୍ଭମାନଙ୍କୁ ବି ଉଦ୍ଗାର କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀମାନଙ୍କୁ ଉଦ୍ଗାର କଲା, ସେପରି ତୁମ୍ଭମାନଙ୍କୁ ହିଁ ଉଦ୍ଗାର କରିବ; Viz kapitolaଓଡିଆ ବାଇବେଲ28 ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀ ଲୋକମାନଙ୍କୁ ଉଦ୍ଗାର କଲା, ସେହିପରି ତୁମ୍ଭମାନଙ୍କୁ ମଧ୍ୟ ଉଦ୍ଗାର କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀ ଲୋକମାନଙ୍କୁ ଉଦ୍ଗାର କଲା, ସେହିପରି ତୁମ୍ଭମାନଙ୍କୁ ମଧ୍ୟ ଉଦ୍ଗାର କରିବ। Viz kapitola |