ଲେବୀୟ ପୁସ୍ତକ 18:30 - ପବିତ୍ର ବାଇବଲ30 ଏଣୁ ତୁମ୍ଭେମାନେ ପୂର୍ବପରି ଘୃଣ୍ୟକର୍ମ କରି ନିଜକୁ ଅଶୁଚି କରିବ ନାହିଁ। ତୁମ୍ଭେମାନେ ଆମ୍ଭର ବ୍ୟବସ୍ଥା ପାଳନ କରିବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)30 ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ଵାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ରକ୍ଷଣୀୟ ରକ୍ଷା କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ। Viz kapitolaଓଡିଆ ବାଇବେଲ30 ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେଉଁ ସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେହିସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେଉଁସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେହି ସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।” Viz kapitola |