ଲେବୀୟ ପୁସ୍ତକ 18:5 - ପବିତ୍ର ବାଇବଲ5 ତେଣୁ ତୁମ୍ଭେମାନେ ଆମ୍ଭର ବ୍ୟବସ୍ଥା ଓ ଆମ୍ଭର ବିଧି ପାଳନ କରିବ, ତାହା କଲେ ତୁମ୍ଭେମାନେ ବଞ୍ଚିବ। ଆମ୍ଭେ ସଦାପ୍ରଭୁ ଅଟୁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ। Viz kapitolaଓଡିଆ ବାଇବେଲ5 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ। Viz kapitola |