ଲେବୀୟ ପୁସ୍ତକ 18:7 - ପବିତ୍ର ବାଇବଲ7 “ତୁମ୍ଭେ ତୁମ୍ଭର ମାତାଙ୍କ ସହିତ ଦୈହିକ ସମ୍ପର୍କ ରଖିବା ଉଚିତ୍ ନୁହେଁ। ଏହା କରିବା ଦ୍ୱାରା ତୁମ୍ଭମାନଙ୍କର ପିତା ପ୍ରତି ଅସମ୍ମାନ ହେବ। ତେଣୁ ନିଶ୍ଚୟ ତାଙ୍କ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭେ ଆପଣା ପିତାର ଆବରଣୀୟ ଅବା ଆପଣା ମାତାର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ମାତା; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ। Viz kapitolaଓଡିଆ ବାଇବେଲ7 ତୁମ୍ଭେ ଆପଣା ପିତାର ଆବରଣୀୟ ଅବା ଆପଣା ମାତାର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ମାତା; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭେ ଆପଣା ପିତାର ଆବରଣୀୟ ଅବା ଆପଣା ମାତାର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ମାତା; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ। Viz kapitola |