ଲେବୀୟ ପୁସ୍ତକ 18:8 - ପବିତ୍ର ବାଇବଲ8 ତୁମ୍ଭେ ତୁମ୍ଭର ପିତାଙ୍କ ଭାର୍ଯ୍ୟା ସହିତ ଦୈହିକ ସମ୍ପର୍କ ରଖିବ ନାହିଁ, ଯଦିଓ ସେ ତୁମ୍ଭର ମା ନୁହେଁ, ତାହା ତୁମ୍ଭର ପିତାଙ୍କ ପ୍ରତି ଅସମ୍ମାନ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେ ଆପଣା ପିତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ପିତାର ଆବରଣୀୟ ଅଟେ। Viz kapitolaଓଡିଆ ବାଇବେଲ8 ତୁମ୍ଭେ ଆପଣା ପିତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ପିତାର ଆବରଣୀୟ ଅଟେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେ ଆପଣା ପିତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ପିତାର ଆବରଣୀୟ ଅଟେ। Viz kapitola |