ଲେବୀୟ ପୁସ୍ତକ 19:14 - ପବିତ୍ର ବାଇବଲ14 “ତୁମ୍ଭେ ବଧିରକୁ ଅଭିଶାପ ଦେବ ନାହିଁ ଓ ଅନ୍ଧ ଆଗରେ ଝୁଣ୍ଟିବାର ବସ୍ତୁ ରଖିବ ନାହିଁ। ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, ଆମ୍ଭେ ସଦାପ୍ରଭୁ ଅଟୁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭେ ବଧିରକୁ ଶାପ ଦେବ ନାହିଁ ଓ ଅନ୍ଧ ଆଗରେ ଝୁଣ୍ଟିବାର ଦ୍ରବ୍ୟ ରଖିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ଵରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ। Viz kapitolaଓଡିଆ ବାଇବେଲ14 ତୁମ୍ଭେ ବଧିରକୁ ଅଭିଶାପ ଦେବ ନାହିଁ ଓ ଅନ୍ଧ ଆଗରେ ଝୁଣ୍ଟିବାର ଦ୍ରବ୍ୟ ରଖିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୁମ୍ଭେ ବଧିରକୁ ଅଭିଶାପ ଦେବ ନାହିଁ ଓ ଅନ୍ଧ ଆଗରେ ଝୁଣ୍ଟିବାର ଦ୍ରବ୍ୟ ରଖିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ। Viz kapitola |