ଲେବୀୟ ପୁସ୍ତକ 19:17 - ପବିତ୍ର ବାଇବଲ17 “ତୁମ୍ଭେ ହୃଦୟରେ ଆପଣା ଭାଇ ପ୍ରତି ଘୃଣାଭାବ ରଖିବ ନାହିଁ। ଯଦି ତୁମ୍ଭର ପଡ଼ୋଶୀ ତୁମ୍ଭ ପ୍ରତି କିଛି ଅନ୍ୟାୟ କରେ ତେବେ ତାକୁ ଅନୁଯୋଗ କରିବ, ମାତ୍ର ତାକୁ କ୍ଷମା ଦେବ। ତା'ହେଲେ ତୁମ୍ଭେ ପାପର ଭାଗି ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତୁମ୍ଭେ ମନେ ମନେ ଆପଣା ଭାଇକି ଘୃଣା କରିବ ନାହିଁ; ତୁମ୍ଭେ ନିତା; ଆପଣା ପ୍ରତିବାସୀକି ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ପାପ ଭୋଗିବ ନାହିଁ। Viz kapitolaଓଡିଆ ବାଇବେଲ17 ତୁମ୍ଭେ ମନେ ମନେ ଆପଣା ଭାଇକୁ ଘୃଣା କରିବ ନାହିଁ; ତୁମ୍ଭେ ନିତାନ୍ତ ଆପଣା ପ୍ରତିବାସୀକୁ ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ଅପରାଧ ବୋହିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତୁମ୍ଭେ ମନେ ମନେ ଆପଣା ଭାଇକୁ ଘୃଣା କରିବ ନାହିଁ; ତୁମ୍ଭେ ନିତାନ୍ତ ଆପଣା ପ୍ରତିବାସୀକୁ ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ଅପରାଧ ବୋହିବ ନାହିଁ। Viz kapitola |