ଲେବୀୟ ପୁସ୍ତକ 19:33 - ପବିତ୍ର ବାଇବଲ33 “ତୁମ୍ଭମାନଙ୍କ ସହିତ ବାସ କରୁଥିବା ବିଦେଶୀମାନଙ୍କ ପ୍ରତି ମନ୍ଦ ଆଚରଣ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଆଉ, ଯେବେ କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ। Viz kapitolaଓଡିଆ ବାଇବେଲ33 ଆଉ, ଯଦି କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଆଉ, ଯଦି କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ। Viz kapitola |