ଲେବୀୟ ପୁସ୍ତକ 20:20 - ପବିତ୍ର ବାଇବଲ20 “ଜଣେ ବ୍ୟକ୍ତି ନିଜ କକାର ସ୍ତ୍ରୀ ସହିତ ଯୌନ ସମ୍ପର୍କ ରଖିବ, ଏହା କରିବା ଦ୍ୱାରା ସେ ତାଙ୍କର କକାକୁ ଅସମ୍ମାନ ଦେଖାଇବ। ସେହି ସ୍ତ୍ରୀର ଶାରୀରିକ ସମ୍ପର୍କ, ସେ ଲୋକର କକା ପାଇଁ ଆରକ୍ଷିତା। ଉଭୟେ ପୁତୁରା ଓ ଖୁଢ଼ୀ ଅପରାଧ ପାଇଁ ଦଣ୍ଡିତ ହେବେ ଓ ସେମାନେ ନିଃସନ୍ତାନ ହୋଇ ମରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆଉ, ଯେବେ କେହି ଆପଣା ପିତୃବ୍ୟପନିୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ପାପ ବହିବେ; ସେମାନେ ନିଃସନ୍ତାନ ହୋଇ ମରିବେ। Viz kapitolaଓଡିଆ ବାଇବେଲ20 ଆଉ, ଯଦି କେହି ଆପଣା ପିତୃବ୍ୟପତ୍ନୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ଅପରାଧ ବୋହିବେ; ସେମାନେ ନିଃସନ୍ତାନ ହୋଇ ମରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ, ଯଦି କେହି ଆପଣା ପିତୃବ୍ୟପତ୍ନୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ଅପରାଧ ବୋହିବେ; ସେମାନେ ନିଃସନ୍ତାନ ହୋଇ ମରିବେ। Viz kapitola |