ଲେବୀୟ ପୁସ୍ତକ 20:23 - ପବିତ୍ର ବାଇବଲ23 ପୁଣି ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟମାନଙ୍କୁ ତଡ଼ି ଦେଉଛୁ, ସେମାନଙ୍କ ଆଚରଣ ତୁମ୍ଭେମାନେ କରିବ ନାହିଁ। କାରଣ ସେମାନେ ସେହିସବୁ ଦୁଷ୍କର୍ମ କରିବାରୁ ଆମ୍ଭେ ସେମାନଙ୍କୁ ଘୃଣା କଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚାର ଅନୁସାରେ ତୁମ୍ଭେମାନେ ଚଳିବ ନାହିଁ; କାରଣ ସେମାନେ ସେହିସବୁ ଦୁଷ୍କର୍ମ କଲେ, ଏଣୁକରି ଆମ୍ଭେ ସେମାନଙ୍କୁ ଘୃଣା କଲୁ। Viz kapitolaଓଡିଆ ବାଇବେଲ23 ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚରଣ ଅନୁସାରେ ତୁମ୍ଭେମାନେ ଚ଼ାଲିବ ନାହିଁ; କାରଣ ସେମାନେ ସେହିସବୁ ଦୁଷ୍କର୍ମ କଲେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଘୃଣା କଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚରଣ ଅନୁସାରେ ତୁମ୍ଭେମାନେ ଚ଼ାଲିବ ନାହିଁ; କାରଣ ସେମାନେ ସେହି ସବୁ ଦୁଷ୍କର୍ମ କଲେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଘୃଣା କଲୁ। Viz kapitola |