ଲେବୀୟ ପୁସ୍ତକ 21:14 - ପବିତ୍ର ବାଇବଲ14 ସେ ବିଧବା, ପରିତ୍ୟକ୍ତା, କଳଙ୍କିନୀ କିମ୍ବା ବେଶ୍ୟାକୁ ବିବାହ କରିବା ଉଚିତ୍ ନୁହେଁ। ସେ ଆପଣା ଲୋକମାନଙ୍କ ମଧ୍ୟରୁ କେବଳ ଏକ କୁଆଁରୀ କନ୍ୟାକୁ ବିବାହ କରିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)14 ବିଧବା କି ତ୍ୟକ୍ତା କି କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ। Viz kapitolaଓଡିଆ ବାଇବେଲ14 ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ। Viz kapitola |