ଲେବୀୟ ପୁସ୍ତକ 22:10 - ପବିତ୍ର ବାଇବଲ10 କେବଳ ଯାଜକ ପରିବାରର ଲୋକ ପବିତ୍ର ଖାଦ୍ୟ ଭୋଜନ କରିବେ। ଅନ୍ୟବଂଶୀୟ କୌଣସି ଲୋକ ଅବା ଯାଜକ ଗୃହରେ ପ୍ରବାସକାରୀ ଅବା ବର୍ତ୍ତନକାରୀ ଦାସ ପବିତ୍ର ଖାଦ୍ୟ ଭୋଜନ କରିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ, ଅନ୍ୟ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସକାରୀ ଅବା ବର୍ତ୍ତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। Viz kapitolaଓଡିଆ ବାଇବେଲ10 ଆଉ, ଭିନ୍ନ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସୀ ଅବା ବେତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ଭିନ୍ନ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସୀ ଅବା ବେତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। Viz kapitola |