ଲେବୀୟ ପୁସ୍ତକ 23:15 - ପବିତ୍ର ବାଇବଲ15 “ଅନନ୍ତର ସେହି ବିଶ୍ରାମବାର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପେ ବିଡ଼ା ଆଣିଲ ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଅନନ୍ତର ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ। Viz kapitolaଓଡିଆ ବାଇବେଲ15 ଆହୁରି ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆହୁରି ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ। Viz kapitola |