ଲେବୀୟ ପୁସ୍ତକ 23:16 - ପବିତ୍ର ବାଇବଲ16 ଏହିରୂପେ ତୁମ୍ଭେ ବିଶ୍ରାମ ଦିନ ପରେ ସପ୍ତମ ଦିନଠାରୁ, ପଗ୍ଭଶ୍ ଦିନ ଗଣନା କରିବା ଉଚିତ୍। ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଶସ୍ୟ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏହିରୂପେ ସପ୍ତମ ବିଶ୍ରାମବାରର ପର ଦିବସଯାଏ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ-ନୈବେଦ୍ୟ ଉତ୍ସର୍ଗ କରିବ। Viz kapitolaଓଡିଆ ବାଇବେଲ16 ଏହିରୂପେ ସପ୍ତମ ବିଶ୍ରାମବାରର ପର ଦିନ ପର୍ଯ୍ୟନ୍ତ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏହିରୂପେ ସପ୍ତମ ବିଶ୍ରାମବାରର ପରଦିନ ପର୍ଯ୍ୟନ୍ତ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ। Viz kapitola |