ଲେବୀୟ ପୁସ୍ତକ 23:34 - ପବିତ୍ର ବାଇବଲ34 “ତୁମ୍ଭେ ଇସ୍ରାଏଲର ସନ୍ତାନଗଣଙ୍କୁ କୁହ, ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ପାଳିତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର-ପର୍ବ ହେବ। Viz kapitolaଓଡିଆ ବାଇବେଲ34 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ। Viz kapitola |