ଲେବୀୟ ପୁସ୍ତକ 24:11 - ପବିତ୍ର ବାଇବଲ11 ସେହି ଇସ୍ରାଏଲୀୟ ସ୍ତ୍ରୀର ସନ୍ତାନ ସଦାପ୍ରଭୁଙ୍କ ନାମକୁ ନିନ୍ଦା କରି ଅଭିଶାପ ଦେଲା। ତେଣୁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ। ସେହି ଇସ୍ରାଏଲୀୟ ସ୍ତ୍ରୀର ନାମ ଶଲେମୀତ୍ ଓ ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ। ତାହାର ମାତାର ନାମ ଶଲୋମୀତ୍, ସେ ଦାନ ବଂଶୀୟ ଦିବ୍ରିର କନ୍ୟା ଥିଲା। Viz kapitolaଓଡିଆ ବାଇବେଲ11 ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଅଭିଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ; ତାହାର ମାତାର ନାମ ଶଲୋମୀତ୍, ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଅଭିଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ; ତାହାର ମାତାର ନାମ ଶଲୋମୀତ୍, ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା। Viz kapitola |