ଲେବୀୟ ପୁସ୍ତକ 24:20 - ପବିତ୍ର ବାଇବଲ20 କ୍ଷତ ବଦଳରେ କ୍ଷତ, ଚକ୍ଷୁ ବଦଳରେ ଚକ୍ଷୁ, ଦାନ୍ତ ବଦଳରେ ଦାନ୍ତ, ମନୁଷ୍ୟ ଶରୀରରେ ଯିଏ ଯେଉଁପରି ଆଘାତ କରିଅଛି ତାହା ପ୍ରତି ସେହି ପ୍ରକାର ଆଘାତ କରାଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)20 କ୍ଷତ ପରିଶୋଧରେ କ୍ଷତ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦ; ପରିଶୋଧରେ ଦନ୍ତ; ମନୁଷ୍ୟର ଦେହରେ ଯେ ଯେପରି ଖୁଣ କରିଅଛି, ତାହା ପ୍ରତି ସେହି ପ୍ରକାର କରାଯିବ। Viz kapitolaଓଡିଆ ବାଇବେଲ20 କ୍ଷତ ପରିଶୋଧରେ କ୍ଷତ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ; ମନୁଷ୍ୟର ଦେହରେ ଯେ ଯେପରି ଖୁଣ କରିଅଛି, ତାହା ପ୍ରତି ସେହି ପ୍ରକାର କରାଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କ୍ଷତ ପରିଶୋଧରେ କ୍ଷତ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ; ମନୁଷ୍ୟର ଦେହରେ ଯେ ଯେପରି ଖୁଣ କରିଅଛି, ତାହା ପ୍ରତି ସେହି ପ୍ରକାର କରାଯିବ। Viz kapitola |