ଲେବୀୟ ପୁସ୍ତକ 25:30 - ପବିତ୍ର ବାଇବଲ30 ଯଦି ନଗରରେ ସେହି ଗୃହଟିର ଗ୍ଭରିପଟେ ପ୍ରାଚୀର ବେଷ୍ଟିତ ହୋଇଥାଏ, ତେବେ ପଞ୍ଜିକା ବର୍ଷ ସମ୍ପୂର୍ଣ୍ଣ ହେଲେ ମଧ୍ୟ ତାହା ବିକ୍ରେତା ବ୍ୟକ୍ତିକୁ ମିଳିବ ନାହିଁ। ସବୁଦିନ ପାଇଁ ଏକ ଗୃହଟି କ୍ରୟ କର୍ତ୍ତାର ହୋଇ ରହିବ। ମହୋଲ୍ଲାସ-ଉତ୍ସବ ବର୍ଷରେ ମଧ୍ୟ ତାହା ମୁକ୍ତ ହୋଇ ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ମାତ୍ର ଯେବେ ପୂର୍ଣ୍ଣ ଏକ ବର୍ଷ ମଧ୍ୟରେ ତାହା ମୁକ୍ତ କରା ନ ଯାଏ, ତେବେ ପ୍ରାଚୀରବେଷ୍ଟିତ ନଗର-ମଧ୍ୟବର୍ତ୍ତୀ ସେହି ଗୃହ ପୁରୁଷ-ପରମ୍ପରାରେ କ୍ରୟକର୍ତ୍ତାର ନିତ୍ୟ ଅଧିକାର ହେବ; ଯୋବେଲ ସମୟରେ ତାହା ମୁକ୍ତ ହେବ ନାହିଁ। Viz kapitolaଓଡିଆ ବାଇବେଲ30 ମାତ୍ର ଯଦି ପୂର୍ଣ୍ଣ ଏକ ବର୍ଷ ମଧ୍ୟରେ ତାହା ମୁକ୍ତ କରା ନ ଯାଏ, ତେବେ ପ୍ରାଚୀରବେଷ୍ଟିତ ନଗର ମଧ୍ୟବର୍ତ୍ତୀ ସେହି ଗୃହ ପୁରୁଷ ପରମ୍ପରାରେ କ୍ରୟକର୍ତ୍ତାର ନିତ୍ୟ ଅଧିକାର ହେବ; ଯୁବ୍ଲୀ ସମୟରେ ତାହା ମୁକ୍ତ ହେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ମାତ୍ର ଯଦି ପୂର୍ଣ୍ଣ ଏକ ବର୍ଷ ମଧ୍ୟରେ ତାହା ମୁକ୍ତ କରା ନ ଯାଏ, ତେବେ ପ୍ରାଚୀର-ବେଷ୍ଟିତ ନଗର ମଧ୍ୟବର୍ତ୍ତୀ ସେହି ଗୃହ ପୁରୁଷ-ପରମ୍ପରାରେ କ୍ରୟକର୍ତ୍ତାର ନିତ୍ୟ ଅଧିକାର ହେବ; ଯୋବେଲ ସମୟରେ ତାହା ମୁକ୍ତ ହେବ ନାହିଁ। Viz kapitola |