ଲେବୀୟ ପୁସ୍ତକ 25:35 - ପବିତ୍ର ବାଇବଲ35 “ଆଉ ଯେବେ ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ଜୀବିକା ନିର୍ବାହ ପାଇଁ ଅକ୍ଷମ ହୁଏ, ତେବେ ତୁମ୍ଭେ ତାହାକୁ ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଧାରଣ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ଆଉ ଯେବେ ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନଧାରଣ କରିବ। Viz kapitolaଓଡିଆ ବାଇବେଲ35 ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନଯାପନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଯାପନ କରିବ। Viz kapitola |