ଲେବୀୟ ପୁସ୍ତକ 25:36 - ପବିତ୍ର ବାଇବଲ36 ତୁମ୍ଭେ ତା'ଠାରୁ ଋଣ ବାବଦରେ କୌଣସି ସୁଧ ନେବ ନାହିଁ। ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର ଏବଂ ତୁମ୍ଭର ଭାଇକୁ ତୁମ୍ଭ ସହିତ ଜୀବନଧାରଣ କରିବାକୁ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି ନିଅ ନାହିଁ; ମାତ୍ର ଆପଣା ପରମେଶ୍ଵରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନଧାରଣ କରିବ। Viz kapitolaଓଡିଆ ବାଇବେଲ36 ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି (ଦେଢ଼ଗୁଣ ସୁଧହାର) ନିଅ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନଯାପନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି (ଦେଢ଼ଗୁଣ ସୁଧହାର) ନିଅ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନ ଯାପନ କରିବ। Viz kapitola |