Online Bible

- Reklamy -




ଲେବୀୟ ପୁସ୍ତକ 25:44 - ପବିତ୍ର ବାଇବଲ

44 “ଯଦି ତୁମ୍ଭର କ୍ରୀତଦାସ କିମ୍ବା କ୍ରୀତଦାସୀ ଦରକାର ହୁଏ, ତେବେ ତୁମ୍ଭ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ କ୍ରୀତଦାସଦାସୀ କିଣିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

44 ତୁମ୍ଭର ବନ୍ଧା-ଦାସ ଓ ବନ୍ଧା-ଦାସୀ ରଖିବାର ହେଲେ, ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ ବନ୍ଧା-ଦାସ ଓ ବନ୍ଧା-ଦାସୀ କିଣିବ।

Viz kapitola kopírovat

ଓଡିଆ ବାଇବେଲ

44 ତୁମ୍ଭର ବନ୍ଧା ଦାସ ଓ ବନ୍ଧା ଦାସୀ ରଖିବାର ହେଲେ, ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ ବନ୍ଧା ଦାସ ଓ ବନ୍ଧା ଦାସୀ କ୍ରୟ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ତୁମ୍ଭର ବନ୍ଧାଦାସ ଓ ବନ୍ଧାଦାସୀ ରଖିବାର ହେଲେ, ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ ବନ୍ଧାଦାସ ଓ ବନ୍ଧାଦାସୀ କ୍ରୟ କରିବ।

Viz kapitola kopírovat




ଲେବୀୟ ପୁସ୍ତକ 25:44

Následuj nás:

Reklamy


Reklamy